1 Samuel 14:50 — Compare Translations
5 translations compared side by side
Odia - 1840
"ଶାଉଲଙ୍କ ସ୍ତ୍ରୀଙ୍କ ନାମ ଅହୀନୋଯମ୍, ସେ ଅହୀମାସର କନ୍ଯା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା; ପୁଣି ତାଙ୍କର ସେନାପତିର ନାମ ଅବ୍ନର, ସେ ଶାଉଲଙ୍କର ପିତୃବ୍ୟ, ନରର ପୁତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କ ସ୍ତ୍ରୀଙ୍କ ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା। ଏବଂ ତାଙ୍କ ସେନାପତି ଅବ୍ନର ନରର ପୁତ୍ର ଥିଲେ। ନର ଶାଉଲଙ୍କ କକା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା; ପୁଣି, ତାଙ୍କର ସେନାପତିର ନାମ ଅବ୍ନର, ସେ ଶାଉଲଙ୍କର ପିତୃବ୍ୟ, ନେର୍ର ପୁତ୍ର।
Odia IRV 2017 (ଓଡିଆ ବାଇବେଲ)
ଶାଉଲଙ୍କର ଭାର୍ଯ୍ୟାର ନାମ ଅହୀନୋୟମ୍, ସେ ଅହୀମାସର କନ୍ୟା; ପୁଣି, ତାଙ୍କର ସେନାପତିର ନାମ ଅବ୍ନର, ସେ ଶାଉଲଙ୍କର ପିତୃବ୍ୟ, ନେର୍ର ପୁତ୍ର।