1 Samuel 14:52 — Compare Translations

5 translations compared side by side

Odia - 1840
"ଶାଉଲ ସାହାସୀ ଥିଲେ, ସେ ପଲେଷ୍ଟୀୟ ସହ ଘୋର ୟକ୍ସ୍ଟଦ୍ଧ କରିଥିଲେ। ସେ ଯେ କୌଣସି ସମୟରେ ସାହାସୀ ଓ ୟୋଦ୍ଧା କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକକ୍ସ୍ଟ ଆପଣାର ସନୋ ବାହିନୀ ରେ ସାମିଲ କରୁଥିଲେ ଓ ସକ୍ସ୍ଟରକ୍ଷା ଦେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ସାହସୀ ଥିଲେ, ସେ ପଲେଷ୍ଟୀୟ ସହ ଘୋର ଯୁଦ୍ଧ କରିଥିଲେ। ସେ ଯେକୌଣସି ସମୟରେ ସାହସୀ ଓ ଯୋଦ୍ଧା କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣାର ସେନାବାହିନୀରେ ସାମିଲ କରୁଥିଲେ ଓ ସୁରକ୍ଷା ଦେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ।
Odia IRV 2017 (ଓଡିଆ ବାଇବେଲ)
ଶାଉଲଙ୍କର ଯାବଜ୍ଜୀବନ ପଲେଷ୍ଟୀୟମାନଙ୍କ ସହିତ ଘୋରତର ଯୁଦ୍ଧ ହେଲା; ଏହେତୁ ଶାଉଲ କୌଣସି ବୀର କି କୌଣସି ବିକ୍ରମଶାଳୀ ପୁରୁଷ ଦେଖିଲେ, ତାହାକୁ ଆପଣା ନିକଟରେ ସଂଗ୍ରହ କଲେ।