1 Samuel 14:6 — Compare Translations
5 translations compared side by side
Odia - 1840
"ଯୋନାଥନ ତାଙ୍କ ଆଜ୍ଞାକାରୀ ୟକ୍ସ୍ଟବକଙ୍କକ୍ସ୍ଟ ୟିଏ ଅସ୍ତ୍ର ଶସ୍ତ୍ର ବୋହିଥାଏ ତାକକ୍ସ୍ଟ କହିଲେ, ଆସ, ଆମ୍ଭେ ବିଦେଶୀଙ୍କର ଶିବିର ଆଡକକ୍ସ୍ଟ ୟିବା। ସଦାପ୍ରଭୁ ଆମ୍ଭମାନଙ୍କୁ ବ୍ଯବହାର କରି ସମାନଙ୍କେୁ ପରାସ୍ତ କରିପାରନ୍ତି, କାରଣ ଅଳ୍ପ ବା ବେଶୀ ସୈନ୍ଯ ହକ୍ସ୍ଟଅନ୍ତକ୍ସ୍ଟ ସଦାପ୍ରଭୁଙ୍କୁ ସମାନଙ୍କେୁ ରକ୍ଷା କରିବାରକ୍ସ୍ଟ କହେି ଅଟକାଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ଵାରା ହେଉ କି ଅଳ୍ପ ଦ୍ଵାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ତାଙ୍କ ଆଜ୍ଞାକାରୀ ଯୁବକଙ୍କୁ ଯିଏ ଅସ୍ତ୍ର ଶସ୍ତ୍ର ବୋହିଥାଏ ତାକୁ କହିଲେ, “ଆସ, ଆମ୍ଭେ ବିଦେଶୀଙ୍କର ଶିବିର ଆଡ଼କୁ ଯିବା। ସଦାପ୍ରଭୁ ଆମ୍ଭମାନଙ୍କୁ ବ୍ୟବହାର କରି ସେମାନଙ୍କୁ ପରାସ୍ତ କରି ପାରନ୍ତି, ଯେହେତୁ ଆମ୍ଭେ ଅଳ୍ପ ବା ବେଶୀ ସୈନ୍ୟ ହେଉ ଆମ୍ଭମାନଙ୍କୁ ରକ୍ଷା କରିବାରେ ସଦାପ୍ରଭୁଙ୍କୁ କେହି ଅଟକାଇ ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।