1 Samuel 14:7 — Compare Translations
5 translations compared side by side
Odia - 1840
"ସାହାୟ୍ଯକାରୀ ୟକ୍ସ୍ଟବକ ଯୋନାଥନଙ୍କକ୍ସ୍ଟ କହିଲା, ତୁମ୍ଭେ ଯାହା ଭଲ ଭାବକ୍ସ୍ଟଛ କର ଏବଂ ତକ୍ସ୍ଟମ୍ଭ ସହିତ ସାରାପଥରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତାହାର ଅସ୍ତ୍ରବାହକ କହିଲା, ତୁମ୍ଭ ମନରେ ଯାହା ଅଛି, ସବୁ କର; ଚାଲ, ଦେଖ ଆମ୍ଭେ ତୁମ୍ଭ ମନ ପରି ତୁମ୍ଭ ସଙ୍ଗରେ ଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସାହାଯ୍ୟକାରୀ ଯୁବକ ଯୋନାଥନଙ୍କୁ କହିଲା, “ତୁମ୍ଭେ ଯାହା ଭଲ ଭାବୁଛ କର ଏବଂ ତୁମ୍ଭ ସହିତ ସାରାପଥରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତାହାର ଅସ୍ତ୍ରବାହକ କହିଲା, “ତୁମ୍ଭ ମନରେ ଯାହା ଅଛି, ସବୁ କର; ଚାଲ, ଦେଖ ଆମ୍ଭେ ତୁମ୍ଭ ମନ ପରି ତୁମ୍ଭ ସଙ୍ଗରେ ଅଛୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତାହାର ଅସ୍ତ୍ରବାହକ କହିଲା, ତୁମ୍ଭ ମନରେ ଯାହା ଅଛି, ସବୁ କର; ଚାଲ, ଦେଖ ଆମ୍ଭେ ତୁମ୍ଭ ମନ ପରି ତୁମ୍ଭ ସଙ୍ଗରେ ଅଛୁ।