1 Samuel 15:1 — Compare Translations

5 translations compared side by side

Odia - 1840
"ଥରେ ଶାମକ୍ସ୍ଟଯଲେ ଶାଉଲଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ମାେତେ ରାଜପଦ ରେ ତୁମ୍ଭକୁ ଅଭିଷକେ କରିବା ପାଇଁ ପଠାଇଥିଲେ। ବର୍ତ୍ତମାନ ସଦାପ୍ରଭୁଙ୍କ ବାର୍ତ୍ତା ଶକ୍ସ୍ଟଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାମୁୟେଲ ଶାଉଲଙ୍କୁ କହିଲେ, ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଅମାଲେକୀୟମାନଙ୍କୁ ଧ୍ୱଂସ କଲେ ଥରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ମୋତେ ରାଜପଦରେ ତୁମ୍ଭକୁ ଅଭିଷେକ କରିବା ପାଇଁ ପଠାଇଥିଲେ। ବର୍ତ୍ତମାନ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, “ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମୁୟେଲ ଶାଉଲଙ୍କୁ କହିଲେ, ସଦାପ୍ରଭୁ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜପଦରେ ଅଭିଷେକ କରିବା ପାଇଁ ମୋତେ ପଠାଇଥିଲେ; ଏଣୁ ଏବେ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ରବ ଶୁଣ।