1 Samuel 15:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ,ଶାଉଲ ମାେତେ ଅନକ୍ସ୍ଟସରଣ କରୁନାହିଁ। ତେଣୁ ଶାଉଲଙ୍କକ୍ସ୍ଟ ରାଜା କରିଥିବାରକ୍ସ୍ଟ ମୁ ଦକ୍ସ୍ଟଃଖିତ ଅଟେ। ସେ ମାରେ ଆଦେଶକକ୍ସ୍ଟ ଅବଜ୍ଞା କଲା। ଏଥି ରେ ଶାମକ୍ସ୍ଟଯଲେ କୋର୍ଧିତ ହେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ସାରା ରାତି ଚିତ୍କାର କରି କାନ୍ଦିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ । ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ଶାଉଲ ମୋତେ ଅନୁସରଣ କରୁ ନାହିଁ। ତେଣୁ ଶାଉଲଙ୍କୁ ରାଜା କରିଥିବାରୁ ମୁଁ ଦୁଃଖିତ ଅଟେ। ସେ ମୋର ଆଦେଶକୁ ଅବଜ୍ଞା କଲା।” ଏଥିରେ ଶାମୁୟେଲ କ୍ରୋଧିତ ହେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ସାରା ରାତି ଚିତ୍କାର କରି କାନ୍ଦିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ। ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।