1 Samuel 15:12 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ ତା'ପରଦିନ ପ୍ରତକ୍ସ୍ଟ୍ଯଷରକ୍ସ୍ଟ ଶାଉଲଙ୍କକ୍ସ୍ଟ ସାକ୍ଷାତ କରିବା ପାଇଁ ତାଙ୍କ ରାସ୍ତା ରେ ଗଲେ। ଲୋକମାନେ ଶାମୁୟେଲଙ୍କୁ କହିଲେ, ଶାଉଲ ୟିହକ୍ସ୍ଟଦାର କର୍ମିଲ୍ ସହରକକ୍ସ୍ଟ ଆସିଥିଲେ। ଶାଉଲ ସଠାେକକ୍ସ୍ଟ ତାଙ୍କ ସମ୍ମାନାର୍ଥେ ପ୍ରସ୍ତର ସ୍ତମ୍ଭ ନିର୍ମାଣ କରିବାକୁ ଗଲେ। ଶାଉଲ ସବୁଆଡେ ୟାତ୍ରା କରି ସାରିବା ପରେ ଗିଲଗଲ୍ ରେ ପହନ୍ଚିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ଵାଦ ଦିଆଗଲା ଯେ, ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍ଗଲ୍‍କୁ ବାହାରି ଯାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ତା’ ପରଦିନ ପ୍ରତ୍ୟୁଷରୁ ଶାଉଲଙ୍କୁ ସାକ୍ଷାତ କରିବା ପାଇଁ ତାଙ୍କ ରାସ୍ତାରେ ଗଲେ। ଲୋକମାନେ ଶାମୁୟେଲଙ୍କୁ କହିଲେ, “ଶାଉଲ ଯିହୁଦାର କର୍ମିଲ୍ ସହରକୁ ଆସିଥିଲେ। ଶାଉଲ ସେଠାକୁ ତାଙ୍କ ସମ୍ମାନାର୍ଥେ ପ୍ରସ୍ତର ସ୍ତମ୍ଭ ନିର୍ମାଣ କରିବାକୁ ଗଲେ। ଶାଉଲ ସବୁଆଡ଼େ ଯାତ୍ରା କରି ସାରିବା ପରେ ଗି‌ଲ୍‌ଗ‌ଲ୍‌ରେ ପହଞ୍ଚିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, “ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।