1 Samuel 15:13 — Compare Translations
5 translations compared side by side
Odia - 1840
"ତେଣୁ ଶାମକ୍ସ୍ଟଯଲେ ଶାଉଲ ଥିବା ସ୍ଥାନକକ୍ସ୍ଟ ୟାତ୍ରା କଲେ। ଶାଉଲ ତାଙ୍କୁ ଅଭ୍ଯର୍ଥନା କଲେ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତକ୍ସ୍ଟ। ମୁ ସଦାପ୍ରଭୁଙ୍କ ଆଜ୍ଞା ମାନିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି ଶାଉଲ ତାଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର; ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶାମୁୟେଲ ଶାଉଲ ଥିବା ସ୍ଥାନକୁ ଯାତ୍ରା କଲେ। ଶାଉଲ ତାଙ୍କୁ ଅଭ୍ୟର୍ଥନା କଲେ, “ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। ମୁଁ ସଦାପ୍ରଭୁଙ୍କ ଆଜ୍ଞା ମାନିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦ-ପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାମୁୟେଲ ଶାଉଲଙ୍କ ନିକଟକୁ ଗଲେ; ପୁଣି, ଶାଉଲ ତାଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ମୁଁ ସଦାପ୍ରଭୁଙ୍କ ବାକ୍ୟ ସଫଳ କରିଅଛି।