1 Samuel 15:14 — Compare Translations

5 translations compared side by side

Odia - 1840
"କିନ୍ତୁ ଶାମକ୍ସ୍ଟଯଲେ କହିଲେ, ତବେେ ଏହା କ'ଣ, ମୁ ଶକ୍ସ୍ଟଣିଅଛି? ମୁ କାହିଁକି ମଷେର ଭେଁ ଭେଁ ଶଦ୍ଦ ଶକ୍ସ୍ଟଣକ୍ସ୍ଟଅଛି ଏବଂ ଗାଈର ହମ୍ବାରବ ଶକ୍ସ୍ଟଣକ୍ସ୍ଟଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାମୁୟେଲ କହିଲେ, ତେବେ ମୋʼ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶାମୁୟେଲ କହିଲେ, “ତେବେ ଏହା କ’ଣ, ମୁଁ ଶୁଣିଅଛି? ମୁଁ କାହିଁକି ମେଷର ଭେଁ ଭେଁ ଶବ୍ଦ ଶୁଣୁଅଛି ଏବଂ ଗାଈର ହମ୍ବାରବ ଶୁଣୁଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାମୁୟେଲ କହିଲେ, “ତେବେ ମୋʼ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାମୁୟେଲ କହିଲେ, ତେବେ ମୋ’ କର୍ଣ୍ଣରେ ଯେ ମେଷରବ ହେଉଛି ଓ ମୁଁ ଯେ ଗୋରୁ-ରବ ଶୁଣୁଛି, ଏଥିର ଅର୍ଥ କଅଣ?