1 Samuel 15:16 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ ଶାଉଲଙ୍କକ୍ସ୍ଟ କହିଲେ, କହିବା ବନ୍ଦ କର! ସଦାପ୍ରଭୁ ମାେତେ ଗଲା ରାତି ରେ ଯାହା କରିଛନ୍ତି ତାହା ମୁ ତୁମ୍ଭକୁ କହିବି। ଶାଉଲ ଉତ୍ତର ଦେଲେ, ମାେତେ କକ୍ସ୍ଟହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି । ଏଥିରେ ସେ କହିଲେ, କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଶାଉଲଙ୍କୁ କହିଲେ, “କହିବା ବନ୍ଦ କର! ସଦାପ୍ରଭୁ ମୋତେ ଗତ ରାତିରେ ଯାହା କରିଛନ୍ତି ତାହା ମୁଁ ତୁମ୍ଭକୁ କହିବି।” ଶାଉଲ ଉତ୍ତର ଦେଲେ, “ମୋତେ କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି।” ଏଥିରେ ସେ କହିଲେ, “କୁହ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି। ଏଥିରେ ସେ କହିଲେ, କୁହ।