1 Samuel 15:17 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ କହିଲେ, ଅତୀତ ରେ ତୁମ୍ଭେ ନିଜକକ୍ସ୍ଟ ମକ୍ସ୍ଟଖ୍ଯ ବୋଲି ଭାବକ୍ସ୍ଟ ନ ଥିଲ। କିନ୍ତୁ ତା'ପରେ ତୁମ୍ଭେ ଇଶ୍ରାୟେଲ ପରିବାରବର୍ଗଗକ୍ସ୍ଟଡିକର ମୂଖ୍ଯ ହାଇେ ପାରିଲ। ସଦାପ୍ରଭୁ ତୁମ୍ଭକୁ ଇଶ୍ରାୟେଲର ରାଜା ଭାବେ ବାଛିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଶାମୁୟେଲ କହିଲେ, କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶ-ସମୂହର ମସ୍ତକ ହୋଇ ନାହଁ? ପୁଣି ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ କହିଲେ, “ଅତୀତରେ ତୁମ୍ଭେ ନିଜକୁ ମୁଖ୍ୟ ବୋଲି ଭାବୁ ନ ଥିଲ। କିନ୍ତୁ ତା’ପରେ ତୁମ୍ଭେ ଇସ୍ରାଏଲ ପରିବାରବର୍ଗଗୁଡ଼ିକର ମୂଖ୍ୟ ହୋଇ ପାରିଲ। ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ଭାବେ ବାଛିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଶାମୁୟେଲ କହିଲେ, “କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;
Odia IRV 2017 (ଓଡିଆ ବାଇବେଲ)
ତେଣୁ ଶାମୁୟେଲ କହିଲେ, କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;