1 Samuel 15:2 — Compare Translations

5 translations compared side by side

Odia - 1840
"ସର୍ବଶକ୍ତିମାନ ସଦାପ୍ରଭୁ କହିଲେ, 'ଯେତବେେଳେ ଇଶ୍ରାୟେଲୀୟମାନେ ମିଶରରକ୍ସ୍ଟ ବାହାରି ଆସିଲେ, ଅମାଲକେୀଯମାନେ ତାଙ୍କୁ କାନନେ ୟିବା ରେ ବାଧା ସୃଷ୍ଟି କରିବେ। ମୁ ଦେଖିଛି ଯାହା ସବୁ ଅମାଲକେୀଯମାନେ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ଵାନୁସନ୍ଧାନ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁ କହିଲେ, ‘ଯେତେବେଳେ ଇସ୍ରାଏଲୀୟମାନେ ମିଶରରୁ ବାହାରି ଆସିଲେ, ଅମାଲେକୀୟମାନେ ତାଙ୍କୁ କିଣାନ ଯିବାରେ ବାଧା ସୃଷ୍ଟି କରିଥିଲେ। ମୁଁ ଦେଖିଛି ଯାହାସବୁ ଅମାଲେକୀୟମାନେ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।