1 Samuel 15:20 — Compare Translations

5 translations compared side by side

Odia - 1840
"ଶାଉଲ କହିଲେ, ମୁ ସଦାପ୍ରଭୁଙ୍କ କଥା ମାନିଥିଲି, ସଦାପ୍ରଭୁ ମାେତେ ଯେଉଁଠାକକ୍ସ୍ଟ ପଠାଇ ଥିଲେ, ମୁ ସଠାେକକ୍ସ୍ଟ ୟାଇଥିଲି, ମୁ ସମସ୍ତ ଅମାଲକେୀଯମାନଙ୍କୁ ଧ୍ବଂସ କରିଥିଲି। ମୁ ଅମାଲକେୀଯ ରାଜାଙ୍କକ୍ସ୍ଟ ଆଣିଥିଲି ଓ ସମାନଙ୍କେୁ ଧ୍ବଂସ କଲି ା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ସଦାପ୍ରଭୁଙ୍କ ରବ ଶୁଣିଲି ଓ ସଦାପ୍ରଭୁ ମୋତେ ଯେଉଁ ଯାତ୍ରା କରିବାକୁ ପଠାଇଲେ, ତାହା କଲି ଓ ଅମାଲେକର ରାଜା ଅଗାଗକୁ ଆଣିଲି, ପୁଣି ଅମାଲେକୀୟମାନଙ୍କୁ ବର୍ଜିତ ରୂପେ ବିନାଶ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ କହିଲେ, “ମୁଁ ସଦାପ୍ରଭୁଙ୍କ କଥା ମାନିଥିଲି, ସଦାପ୍ରଭୁ ମୋତେ ଯେଉଁଠାକୁ ପଠାଇ ଥିଲେ, ମୁଁ ସେଠାକୁ ଯାଇଥିଲି, ମୁଁ ସମସ୍ତ ଅମାଲେକୀୟମାନଙ୍କୁ ଧ୍ୱଂସ କରିଥିଲି। ମୁଁ ଅମାଲେକୀୟ ରାଜାଙ୍କୁ ଆଣିଥିଲି ଓ ସେମାନଙ୍କୁ ଧ୍ୱଂସ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ରବ ଶୁଣିଲି ଓ ସଦାପ୍ରଭୁ ମୋତେ ଯେଉଁ ଯାତ୍ରା କରିବାକୁ ପଠାଇଲେ, ତାହା କଲି ଓ ଅମାଲେକର ରାଜା ଅଗାଗକୁ ଆଣିଲି, ପୁଣି, ଅମାଲେକୀୟମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ସଦାପ୍ରଭୁଙ୍କ ରବ ଶୁଣିଲି ଓ ସଦାପ୍ରଭୁ ମୋତେ ଯେଉଁ ଯାତ୍ରା କରିବାକୁ ପଠାଇଲେ, ତାହା କଲି ଓ ଅମାଲେକର ରାଜା ଅଗାଗକୁ ଆଣିଲି, ପୁଣି, ଅମାଲେକୀୟମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲି।