1 Samuel 15:21 — Compare Translations

5 translations compared side by side

Odia - 1840
"ଏବଂ ସୈନ୍ଯମାନେ ଗିଲ୍ଗଲ ରେ ଉତ୍ତମ ମେଣ୍ତା ଓ ଗୋରୁମାନଙ୍କୁ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କଠା ରେ ବଳିଦାନ ଦବୋ ପାଇଁ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଲୋକମାନେ ଗିଲ୍ଗଲ୍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସୈନ୍ୟମାନେ ଗି‌ଲ୍‌ଗ‌ଲ୍‌ରେ ଉତ୍ତମ ମେଣ୍ଢା ଓ ଗୋରୁମାନଙ୍କୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରେ ବଳିଦାନ ଦେବା ପାଇଁ ରଖିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଲୋକମାନେ ଗିଲ୍‍ଗଲ୍‍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଲୋକମାନେ ଗିଲ୍‍ଗଲ୍‍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।