1 Samuel 15:22 — Compare Translations

5 translations compared side by side

Odia - 1840
"କିନ୍ତୁ ଶାମକ୍ସ୍ଟଯଲେ ଉତ୍ତର ଦେଲେ, ସଦାପ୍ରଭୁଙ୍କୁ କ'ଣ ଅଧିକ ପ୍ରସନ୍ନ କଲ, ହାମବେଳି, ନବୈେଦ୍ଯ ନା ପରମେଶ୍ବରଙ୍କର ଆଦେଶଗକ୍ସ୍ଟଡିକ ପାଳନ କରିବା? ପରମେଶ୍ବର ହୃଷ୍ଟପୃଷ୍ଟ ମଷେର ବଳିଦାନଠାରକ୍ସ୍ଟ ତାଙ୍କର ଆଜ୍ଞାମାନକ୍ସ୍ଟ ଥିବା ଲୋକଠା ରେ ଅଧିକ ସନ୍ତକ୍ସ୍ଟଷ୍ଟ ହକ୍ସ୍ଟଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶାମୁୟେଲ ଉତ୍ତର ଦେଲେ, “ସଦାପ୍ରଭୁଙ୍କୁ କ’ଣ ଅଧିକ ପ୍ରସନ୍ନ କରେ, ହୋମବଳି, ନୈବେଦ୍ୟ ନା ପରମେଶ୍ୱରଙ୍କର ଆଦେଶଗୁଡ଼ିକ ପାଳନ କରିବା? ପରମେଶ୍ୱର ହୃଷ୍ଟପୁଷ୍ଟ ମେଷର ବଳିଦାନଠାରୁ ତାଙ୍କର ଆଜ୍ଞା ମାନୁ ଥିବା ଲୋକଠାରେ ଅଧିକ ସନ୍ତୁଷ୍ଟ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାମୁୟେଲ କହିଲେ, “ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।