1 Samuel 15:23 — Compare Translations
5 translations compared side by side
Odia - 1840
"ବିଦ୍ରୋହିତା ମନ୍ତ୍ରପାଠ ପାପତକ୍ସ୍ଟଲ୍ଯ ଓ ଅବାଧ୍ଯତା ଅବସ୍ତକ୍ସ୍ଟର ଓ ଠାକକ୍ସ୍ଟରମାନଙ୍କର ପୂଜାତକ୍ସ୍ଟଲ୍ଯ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯ ତକ୍ସ୍ଟଚ୍ଛ କରିଅଛ। ଏଥିପାଇଁ ସେ ମଧ୍ଯ ତୁମ୍ଭକୁ ରାଜା ହବୋ ପାଇଁ ତକ୍ସ୍ଟଚ୍ଛ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ । ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବିଦ୍ରୋହିତା ମନ୍ତ୍ରପାଠ ପାପତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନଙ୍କର ପୂଜାତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ। ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହେବା ପାଇଁ ତୁଚ୍ଛ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।