1 Samuel 15:24 — Compare Translations
5 translations compared side by side
Odia - 1840
"ତା'ପରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁ ପାପ କରିଅଛି। କାରଣ ମୁ ସଦାପ୍ରଭୁଙ୍କ ଆଜ୍ଞା ଓ ତକ୍ସ୍ଟମ୍ଭ ଆଜ୍ଞା ଉଲ୍ଲଘଂନ କରିଅଛି। ମୁ ଲୋକମାନଙ୍କୁ ଭୟକରି ସମାନଙ୍କେ କଥା ଶକ୍ସ୍ଟଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି। କାରଣ ମୁଁ ସଦାପ୍ରଭୁଙ୍କ ଆଜ୍ଞା ଓ ତୁମ୍ଭ ଆଜ୍ଞା ଉଲ୍ଲଘଂନ କରିଅଛି। ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ କଥା ଶୁଣିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।