1 Samuel 15:25 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ମୁ ମାେ ପାପ କ୍ଷମା କରିବାକୁ ଅନକ୍ସ୍ଟ ରୋଧ କରୁଛି, ଓ ମୁ ଯମେନ୍ତ ସଦାପ୍ରଭୁଙ୍କୁ ଉପାସନା କରିପା ରେ ଏଥିପାଇଁ ମାେ ସାଙ୍ଗ ରେ ଫରେିଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ବିନୟ କରୁଅଛି, ଏବେ ମୋʼ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ମୁଁ ମୋ’ ପାପ କ୍ଷମା କରିବାକୁ ଅନୁରୋଧ କରୁଛି, ଓ ମୁଁ ଯେମନ୍ତ ସଦାପ୍ରଭୁଙ୍କୁ ଉପାସନା କରିପାରେ ଏଥିପାଇଁ ମୋ’ ସାଙ୍ଗରେ ଫେରି ଆସ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ବିନୟ କରୁଅଛି, ଏବେ ମୋʼ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ବିନୟ କରୁଅଛି, ଏବେ ମୋ’ ପାପ କ୍ଷମା କର ଓ ମୁଁ ଯେପରି ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।