1 Samuel 15:26 — Compare Translations
5 translations compared side by side
Odia - 1840
"କିନ୍ତୁ ଶାମକ୍ସ୍ଟଯଲେ ଶାଉଲଙ୍କକ୍ସ୍ଟ କହିଲେ, ମୁ ତକ୍ସ୍ଟମ୍ଭ ସଙ୍ଗେ ଫରେି ୟିବି ନାହିଁ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ଯକକ୍ସ୍ଟ ଅବମାନନା କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇଶ୍ରାୟେଲର ରାଜା ପାଇଁ ମନା କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ପାଇଁ ମନା କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରିଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।