1 Samuel 15:28 — Compare Translations

5 translations compared side by side

Odia - 1840
"ଏଣୁ ଶାମକ୍ସ୍ଟଯଲେ ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତକ୍ସ୍ଟମ୍ଭଠାରକ୍ସ୍ଟ ଇଶ୍ରାୟେଲର ରାଜତ୍ବ ତକ୍ସ୍ଟମ୍ଭଠାରକ୍ସ୍ଟ ନଇଗେଲେ ଓ ତକ୍ସ୍ଟମ୍ଭଠାରକ୍ସ୍ଟ ଜଣେ ଉତ୍ତମ ବ୍ଯକ୍ତିକକ୍ସ୍ଟ ଦେଲେ, ୟିଏକି ତୁମ୍ଭର ସାଙ୍ଗ। ଉତ୍ତମ ତୁମ୍ଭର ଏକ ପ୍ରତିବେଶୀକକ୍ସ୍ଟ ତାହା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଶାମୁୟେଲ ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ଵ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକି ତାହା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ଇସ୍ରାଏଲର ରାଜତ୍ୱ ତୁମ୍ଭଠାରୁ ନେଇଗଲେ ଓ ତୁମ୍ଭଠାରୁ ଜଣେ ଉତ୍ତମ ବ୍ୟକ୍ତିକୁ ଦେଲେ, ଯିଏ କି ତୁମ୍ଭର ସାଙ୍ଗ। ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଶାମୁୟେଲ ତାଙ୍କୁ କହିଲେ, ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକି ତାହା ଦେଲେ।