1 Samuel 15:29 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ହେଉଛନ୍ତି ଇଶ୍ରାୟେଲର ପରମେଶ୍ବର। ସଦାପ୍ରଭୁ ସବୁଦିନ ପାଇଁ ଏହିଠା ରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ଯକ୍ତି ନକ୍ସ୍ଟହଁନ୍ତି ଯେ କି ତାଙ୍କର ମତ ବଦଳାଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଇସ୍ରାଏଲର ବିଶ୍ଵାସ-ଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ଵିମତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହେଉଛନ୍ତି ଇସ୍ରାଏଲର ପରମେଶ୍ୱର। ସଦାପ୍ରଭୁ ସବୁଦିନ ପାଇଁ ଏହିଠାରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ୟକ୍ତି ନୁହନ୍ତି ଯେ କି ତାଙ୍କର ମତ ବଦଳାଇ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଇସ୍ରାଏଲର ବିଶ୍ୱାସଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ଇସ୍ରାଏଲର ବିଶ୍ୱାସ-ଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।