1 Samuel 15:3 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଅମାଲକେୀଯ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ ଘାଷେଣା କର। ତୁମ୍ଭେ ନିଶ୍ଚିତଭାବେ ଅମାଲକେୀଯମାନଙ୍କର ସର୍ବସ୍ବ ଧ୍ବଂସ କରିପାରିବ। ତୁମ୍ଭେ କିଛି ଜୀବନ୍ତ ଛାଡି ଆସିବ ନାହିଁ। ତୁମ୍ଭେ ସମସ୍ତ ପୁରୁଷ, ସ୍ତ୍ରୀ, େଛାଟପିଲା ଏପରିକି ଶିଶକ୍ସ୍ଟଛକ୍ସ୍ଟଆକକ୍ସ୍ଟ ମଧ୍ଯ ହତ୍ଯା କରିବ। ଆହକ୍ସ୍ଟରି ମଧ୍ଯ ସମାନଙ୍କେର ଗାଈ, ମେଣ୍ତା, ଓଟ ଓ ଗଧମାନଙ୍କୁ ହତ୍ଯା କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ଵ ବର୍ଜିତ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଅମାଲେକୀୟ ବିରୁଦ୍ଧରେ ଯୁଦ୍ଧ ଘୋଷଣା କର। ତୁମ୍ଭେ ନିଶ୍ଚିତଭାବେ ଅମାଲେକୀୟମାନଙ୍କର ସର୍ବସ୍ୱ ଧ୍ୱଂସ କରି ପାରିବ। ତୁମ୍ଭେ କିଛି ଜୀବନ୍ତ ଛାଡ଼ି ଆସିବ ନାହିଁ। ତୁମ୍ଭେ ସମସ୍ତ ପୁରୁଷ, ସ୍ତ୍ରୀ, ଛୋଟପିଲା ଏପରିକି ଶିଶୁଛୁଆକୁ ମଧ୍ୟ ହତ୍ୟା କରିବ। ଆହୁରି ମଧ୍ୟ ସେମାନଙ୍କର ଗାଈ, ମେଣ୍ଢା, ଓଟ ଓ ଗଧମାନଙ୍କୁ ହତ୍ୟା କରିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”
Odia IRV 2017 (ଓଡିଆ ବାଇବେଲ)
ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।