1 Samuel 15:30 — Compare Translations

5 translations compared side by side

Odia - 1840
"ଶାଉଲ ଉତ୍ତର ଦେଲେ, ମୁ ପାପ କରିଅଛି, କିନ୍ତୁ ଇଶ୍ରାୟେଲର ଲୋକମାନଙ୍କ ଓ ପ୍ରାଚୀନବର୍ଗଙ୍କ ସମ୍ମକ୍ସ୍ଟଖ ରେ ମାରେ ସମ୍ମାନ ରଖିବା ପାଇଁ ମାେ ସହିତ ଫରେିଆସ। ମୁ ଯେପରି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ଉପାସନା କରିବି, ଏଥିପାଇଁ ମାେ ସଙ୍ଗେ ଫରେି ଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ କହିଲେ, ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଉତ୍ତର ଦେଲେ, “ମୁଁ ପାପ କରିଅଛି, କିନ୍ତୁ ଇସ୍ରାଏଲର ଲୋକମାନଙ୍କ ଓ ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋର ସମ୍ମାନ ରଖିବା ପାଇଁ ମୋ’ ସହିତ ଫେରି ଆସ। ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉପାସନା କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ କହିଲେ, “ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେ କହିଲେ, ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।