1 Samuel 15:31 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ ଶାଉଲଙ୍କ ସହିତ ପରେିଯାନ୍ତେ ଶାଉଲ ସଦାପ୍ରଭୁଙ୍କୁ ଉପାସନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାମୁୟେଲ ଶାଉଲଙ୍କର ପଶ୍ଚାତ୍ ଫେରିଯାʼନ୍ତେ, ଶାଉଲ ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଶାଉଲଙ୍କ ସହିତ ଫେରିଯା’ନ୍ତେ ଶାଉଲ ସଦାପ୍ରଭୁଙ୍କୁ ଉପାସନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାମୁୟେଲ ଶାଉଲଙ୍କର ପଶ୍ଚାତ୍‍ ଫେରିଯାଆନ୍ତେ, ଶାଉଲ ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାମୁୟେଲ ଶାଉଲଙ୍କର ପଶ୍ଚାତ୍‍ ଫେରିଯାଆନ୍ତେ, ଶାଉଲ ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କଲେ।