1 Samuel 15:32 — Compare Translations

5 translations compared side by side

Odia - 1840
"ତା'ପରେ, ଅଗାଗ୍ ଲୌହ ଶିଙ୍କକ୍ସ୍ଟଳି ରେ ବନ୍ଧା ହାଇେ ତାଙ୍କ ଆଗକକ୍ସ୍ଟ ଅଣାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାମୁୟେଲ କହିଲେ, ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ । ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, ଅବଶ୍ୟ ମୃତ୍ୟୁର ତିକ୍ତତା ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଶାମୁୟେଲ କହିଲେ, “ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଆଗ‌ଗ୍‌କୁ ଆମ୍ଭ ସମ୍ମୁଖକୁ ଆଣ।” ତା’ପରେ, ଆଗାଗ୍ ଲୌହ ଶିଙ୍କୁଳିରେ ବନ୍ଧା ହୋଇ ତାଙ୍କ ଆଗକୁ ଅଣାଗଲା। ଆଗାଗ୍ ଚିନ୍ତା କଲା, “ନିଶ୍ଚିତ ସେ ମୋତେ ହତ୍ୟା କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ।” ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, “ଅବଶ୍ୟ ମୃତ୍ୟୁର ତିକ୍ତତା ଗଲା।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମୁୟେଲ କହିଲେ, ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ। ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, ଅବଶ୍ୟ ମୃତ୍ୟୁୁର ତିକ୍ତତା ଗଲା।