1 Samuel 15:33 — Compare Translations

5 translations compared side by side

Odia - 1840
"କିନ୍ତୁଶାମକ୍ସ୍ଟଯଲେ ଅଗାଗକକ୍ସ୍ଟ କହିଲେ, ତକ୍ସ୍ଟମ୍ଭ ଖଡ୍ଗ ଯମେନ୍ତ ସ୍ତ୍ରୀମାନଙ୍କୁ ସନ୍ତାନ ହିନ କରିଅଛି, ଯମେନ୍ତ ସ୍ତ୍ରୀମାନଙ୍କ ମଧିଅରେ ତୁମ୍ଭର ମାତା ସନ୍ତାନହିତ ହବେ। ତହକ୍ସ୍ଟଁ ଶାମକ୍ସ୍ଟଯଲେ ଗିଲ୍ଗଲ୍ ରେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଅଗାଗକକ୍ସ୍ଟ ଖଣ୍ତ ଖଣ୍ତ କରି ହାଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାମୁୟେଲ କହିଲେ, ତୁମ୍ଭର ଖଡ଼୍‍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ । ତହୁଁ ଶାମୁୟେଲ ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ତ ଖଣ୍ତ କରି ହାଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶାମୁୟେଲ ଆଗ‌ଗ୍‌କୁ କହିଲେ, “ତୁମ୍ଭ ‌‌ଖ‌ଡ଼୍‌ଗ ଯେମନ୍ତ ସ୍ତ୍ରୀମାନଙ୍କୁ ସନ୍ତାନ ହିନ କରିଅଛି, ତେମନ୍ତ ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହିନ ହେବ।” ତହୁଁ ଶାମୁୟେଲ ଗି‌ଲ୍‌ଗ‌ଲ୍‌ରେ ସଦାପ୍ରଭୁଙ୍କ ସମ୍ମୁଖରେ ଆଗ‌ଗ୍‌କୁ ଖଣ୍ତ ଖଣ୍ତ କରି ହାଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାମୁୟେଲ କହିଲେ, “ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ।” ତହୁଁ ଶାମୁୟେଲ ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶାମୁୟେଲ କହିଲେ, ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ। ତହୁଁ ଶାମୁୟେଲ ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।