1 Samuel 15:35 — Compare Translations
5 translations compared side by side
Odia - 1840
"ତା'ପରେ ଶାମକ୍ସ୍ଟଯଲେ ତାଙ୍କ ଜୀବନର ଶଷେ ପର୍ୟ୍ଯନ୍ତ ଶାଉଲଙ୍କକ୍ସ୍ଟ କବେବେି ଦେଖିଲେ ନାହିଁ। କାରଣ ଶାମକ୍ସ୍ଟଯଲେ ଶାଉଲଙ୍କ ପାଇଁ ଶୋକ କଲେ। ପକ୍ସ୍ଟଣି ସଦାପ୍ରଭୁ ଇଶ୍ରାୟେଲ ଉପରେ ଶାଉଲଙ୍କକ୍ସ୍ଟ ରାଜା କରିବାରକ୍ସ୍ଟ ଅନକ୍ସ୍ଟତାପ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାଉଲଙ୍କର ମରଣଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାମୁୟେଲ ତାଙ୍କ ଜୀବନର ଶେଷ ପର୍ଯ୍ୟନ୍ତ ଶାଉଲଙ୍କୁ କେବେବି ଦେଖିଲେ ନାହିଁ। କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ। ପୁଣି ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଅନୁତାପ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାଉଲଙ୍କର ମରଣ ଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶାଉଲଙ୍କର ମରଣଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।