1 Samuel 15:4 — Compare Translations
5 translations compared side by side
Odia - 1840
"ଶାଉଲ ଟଲାଯୀମ୍ ରେ ସୈନ୍ଯ ଏକଜକ୍ସ୍ଟଟ କଲେ। ସଠାେରେ 2,00,000 ପଦାତିକ ଓ ଅନ୍ଯାନ୍ଯ 10,000 ଲୋକ ୟିହକ୍ସ୍ଟଦାର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଟଲାୟୀମରେ ସୈନ୍ୟମାନଙ୍କୁ ଏକଜୁଟ କଲେ। ସେଠାରେ 200,000 ପଦାତିକ ଓ ଅନ୍ୟାନ୍ୟ 10,000 ଲୋକ ଯିହୁଦାର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାଉଲ ଲୋକମାନଙ୍କୁ ଡକାଇ ଟଲାୟୀମରେ ସେମାନଙ୍କର ଗଣନା କଲେ, ତହିଁରେ ଦୁଇ ଲକ୍ଷ ପଦାତିକ ଓ ଯିହୁଦାର ଦଶ ସହସ୍ର ଲୋକ ହେଲେ,