1 Samuel 15:6 — Compare Translations
5 translations compared side by side
Odia - 1840
"ଶାଉଲ କନୋଯମାନଙ୍କୁ କହିଲେ, ୟାଅ, ଅମାଲକେ ଛାଡି ଗ୍ଭଲିୟାଅ। କାରଣ ମୁ ଅମାଲକେୀଯଙ୍କ ସହ ତୁମ୍ଭମାନଙ୍କୁ ହତ୍ଯା କରିବାକୁ ଗ୍ଭ ହେଁ ନାହିଁ। ତୁମ୍ଭମାନେେ ଇଶ୍ରାୟେଲୀୟମାନଙ୍କୁ ମିଶର ଛାଡି ଆସିବା ବେଳେ ସମାନଙ୍କେୁ ଦୟା ପ୍ରଦର୍ଶନ କରିଥିଲ। ତେଣୁ କନେୀଯମାନେ ଅମାଲକେ ପ୍ରତ୍ଯାବର୍ତ୍ତନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ କେନୀୟମାନଙ୍କୁ କହିଲେ, ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ-ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ⇧ । ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରି ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଅମାଲେକ ଛାଡ଼ି ଗ୍ଭଲିଯାଅ। କାରଣ ମୁଁ ଅମାଲେକୀୟଙ୍କ ସହ ତୁମ୍ଭମାନଙ୍କୁ ହତ୍ୟା କରିବାକୁ ଗ୍ଭହେଁ ନାହିଁ। ତୁମ୍ଭେମାନେ ଇସ୍ରାଏଲୀୟମାନଙ୍କୁ ମିଶର ଛାଡ଼ି ଆସିବା ବେଳେ ସେମାନଙ୍କୁ ଦୟା ପ୍ରଦର୍ଶନ କରିଥିଲ।” ତେଣୁ କେନୀୟମାନେ ଅମାଲେକ ପ୍ରତ୍ୟାବର୍ତ୍ତନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ।” ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ। ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରି ଗଲେ।