1 Samuel 15:7 — Compare Translations
5 translations compared side by side
Odia - 1840
"ଶାଉଲ ଅମାଲକମାନଙ୍କେୁ ପରାସ୍ତ କଲେ। ସେ ହବୀଲାଠାରକ୍ସ୍ଟ ମିଶର ସୀମାବର୍ତ୍ତୀ ଶକ୍ସ୍ଟରର ନିକଟ ପର୍ୟ୍ଯନ୍ତ ଅମାଲକେୀଯମାନଙ୍କୁ ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୁରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଅମାଲେକମାନଙ୍କୁ ପରାସ୍ତ କଲେ। ସେ ହବୀଲାଠାରୁ ମିଶର ସୀମାବର୍ତ୍ତୀ ଶୁରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶାଉଲ ହବୀଲାଠାରୁ ମିସର ସମ୍ମୁଖସ୍ଥ ଶୂରର ନିକଟ ପର୍ଯ୍ୟନ୍ତ ଅମାଲେକୀୟମାନଙ୍କୁ ଆଘାତ କଲେ।