1 Samuel 15:8 — Compare Translations
5 translations compared side by side
Odia - 1840
"ସେ ଅମାଲକେୀଯ ରାଜା ଅଗାଗ୍କକ୍ସ୍ଟ ଜୀବନ୍ତ ଧରିଲେ। କିନ୍ତୁ ତାଙ୍କ ସନୋବୀହିନୀର ଅନ୍ୟ ସମସ୍ତଙ୍କକ୍ସ୍ଟ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ଼୍ଗଧାରରେ ବର୍ଜିତ ରୂପେ ବିନାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଅମାଲେକୀୟ ରାଜା ଆଗାଗ୍କୁ ଜୀବନ୍ତ ଧରିଲେ। କିନ୍ତୁ ତାଙ୍କ ସେନାବୀହିନୀର ଅନ୍ୟ ସମସ୍ତଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଜିଅନ୍ତା ଧରିଲେ ଓ ଲୋକ ସମସ୍ତଙ୍କୁ ଖଡ୍ଗଧାରରେ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।