1 Samuel 15:9 — Compare Translations

5 translations compared side by side

Odia - 1840
"ଯାହା ହେଉ ଶାଉଲ ଓ ତାଙ୍କର ଲୋକମାନେ ସବୁଠକ୍ସ୍ଟ ଭଲ ମଷେ, ବଳଦ ଓ ହୃଷ୍ଟପୃଷ୍ଟ ମଷେ ଶାବକଗୁଡିକୁ ଓ ସମସ୍ତ ରଖିବା ପାଇଁ ଉପ ଯୋଗୀ ସାମଗ୍ରି ସମାନେେ ରଖିଲେ। ସମାନେେ ସହେି ଦ୍ରବ୍ଯଗକ୍ସ୍ଟଡିକ ନଷ୍ଟ କରିବା ପାଇଁ ଚାହିଁଲେ ନାହିଁ। ସମାନେେ କବଳେ ରଖିବା ଉପଯୋଗୀ ନ ହବୋ ଜିନିଷକକ୍ସ୍ଟ ନଷ୍ଟ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାହା ହେଉ ଶାଉଲ ଓ ତାଙ୍କର ଲୋକମାନେ ସବୁଠୁ ଭଲ ମେଷ, ବଳଦ ଓ ହୃଷ୍ଟପୁଷ୍ଟ ମେଷ ଶାବକଗୁଡ଼ିକୁ ଓ ସମସ୍ତ ରଖିବା ପାଇଁ ଉପଯୋଗୀ ସାମଗ୍ରୀ ସେମାନେ ରଖିଲେ। ସେମାନେ ସେହି ଦ୍ରବ୍ୟଗୁଡ଼ିକ ନଷ୍ଟ କରିବା ପାଇଁ ଗ୍ଭହିଁଲେ ନାହିଁ। ସେମାନେ କେବଳ ରଖିବା ଉପଯୋଗୀ ନ ହେବା ଜିନିଷକୁ ନଷ୍ଟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।
Odia IRV 2017 (ଓଡିଆ ବାଇବେଲ)