1 Samuel 16:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତକୋଳ ଶାଉଲଙ୍କ ପାଇଁ ଶୋକ କରିବ? ମୁ ତାଙ୍କୁ ଇଶ୍ରାୟେଲର ରାଜା ରୂପେ ପ୍ରତ୍ଯାଖ୍ଯାନ କରିଛି। ତୁମ୍ଭେ ଆପଣା ଶିଙ୍ଗ ତୈଳ ରେ ପୂର୍ଣ୍ଣ କରିଗ୍ଭଲ, ମୁ ତୁମ୍ଭକୁ ବୈଥ୍ଲହମରେ ୟିଶୀ ନାମକ ବ୍ଯକ୍ତି ନିକଟକକ୍ସ୍ଟ ପଠାଇବି। କାରଣ ତାହାର ପକ୍ସ୍ଟତ୍ରମାନ୍ଙ୍କ ମଧ୍ଯରକ୍ସ୍ଟ ମୁ ଆପଣା ପାଇଁ ଏକ ରାଜା ଦେଖିଅଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା; କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ବୈ‌ଥ୍‌ଲେହମକୁ ଗଲେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେକାଳ ଶାଉଲଙ୍କ ପାଇଁ ଶୋକ କରିବ? ମୁଁ ତାଙ୍କୁ ଇସ୍ରାଏଲର ରାଜା ରୂପେ ପ୍ରତ୍ୟାଖ୍ୟାନ କରିଅଛି। ତୁମ୍ଭେ ଆପଣା ଶିଙ୍ଗ ତୈଳରେ ପୂର୍ଣ୍ଣ କରିଗ୍ଭଲ, ମୁଁ ତୁମ୍ଭକୁ ବୈ‌ଥ୍‌ଲେହମର ଯିଶୀ ନାମକ ବ୍ୟକ୍ତି ନିକଟକୁ ପଠାଇବି। କାରଣ ତାହାର ପୁତ୍ରମାନଙ୍କ ମଧ୍ୟରୁ ମୁଁ ଆପଣା ପାଇଁ ଏକ ରାଜା ଦେଖିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇ ଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।