1 Samuel 16:10 — Compare Translations
5 translations compared side by side
Odia - 1840
"ଏହିରୂପେ ୟିଶୀ ନିଜର ସାତପକ୍ସ୍ଟତ୍ରଙ୍କକ୍ସ୍ଟ ଶାମୁୟେଲଙ୍କର ସମ୍ମକ୍ସ୍ଟଖ ରେ ଚଳାଇଲେ। ମାତ୍ର ଶାମକ୍ସ୍ଟଯଲେ ୟିଶୀଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକି କହିଲେ, ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ଯିଶୀ ନିଜର ସାତ ପୁତ୍ରଙ୍କୁ ଶାମୁୟେଲଙ୍କର ସମ୍ମୁଖରେ ଚଳାଇଲେ। ମାତ୍ର ଶାମୁୟେଲ ଯିଶୀଙ୍କୁ କହିଲେ, “ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକୁ କହିଲେ, “ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯିଶୀ ଆପଣାର ସାତ ପୁତ୍ରଙ୍କୁ ଶାମୁୟେଲଙ୍କ ସମ୍ମୁଖରେ ଗମନ କରାଇଲା; ମାତ୍ର ଶାମୁୟେଲ ଯିଶୀକି କହିଲେ, ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।