1 Samuel 16:11 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ ୟିଶୀଙ୍କକ୍ସ୍ଟ କହିଲେ, ତୁମ୍ଭର ସବୁ ସନ୍ତାନ କ'ଣ ଏଠା ରେ ଅଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶାମୁୟେଲ ଯିଶୀକି କହିଲେ, ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି? ସେ କହିଲା, କେବଳ କନିଷ୍ଠଟି ବାକୀ ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି । ତହିଁରେ ଶାମୁୟେଲ ଯିଶୀକି କହିଲେ, ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଯିଶୀଙ୍କୁ କହିଲେ, “ତୁମ୍ଭର ସବୁ ସନ୍ତାନ କ’ଣ ଏଠାରେ ଅଛନ୍ତି?” ସେ କହିଲେ, “କେବଳ କନିଷ୍ଠଟି ଏଠାରେ ନାହିଁ। ସେ ମେଷପଲ ଚରାଉ ଅଛି।” ଶାମୁୟେଲ କହିଲେ, “ଲୋକ ପଠାଇ ତାଙ୍କୁ ଡକାଅ। ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେ ଭୋଜନରେ ବସିବୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶାମୁୟେଲ ଯିଶୀକୁ କହିଲେ, “ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି?” ସେ କହିଲା, “କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି।” ତହିଁରେ ଶାମୁୟେଲ ଯିଶୀକୁ କହିଲେ, “ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶାମୁୟେଲ ଯିଶୀକି କହିଲେ, ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି? ସେ କହିଲା, କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି। ତହିଁରେ ଶାମୁୟେଲ ଯିଶୀକୁ କହିଲେ, ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।