1 Samuel 16:12 — Compare Translations
5 translations compared side by side
Odia - 1840
"ତାକକ୍ସ୍ଟ ଡାକିବା ପାଇଁ ୟିଶୀ ଲୋକ ପଠାଇଲେ। ସେ ଈଷତ୍ ରକ୍ତବର୍ଣ ଓ ସକ୍ସ୍ଟନଯନ ଦେଖିବାକକ୍ସ୍ଟ ସକ୍ସ୍ଟନ୍ଦର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା । ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର । ସେତେବେଳେ ସଦାପ୍ରଭୁ କହିଲେ, ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ ।
Odia Bible ERV 2004 (ପବିତ୍ର ବାଇବଲ)
ତାକୁ ଡାକିବା ପାଇଁ ଯିଶୀ ଲୋକ ପଠାଇଲେ। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଦେଖିବାକୁ ସୁନ୍ଦର ଅଟନ୍ତି। ସେତେବେଳେ ସଦାପ୍ରଭୁ କହିଲେ, “ଉଠ ଏହାଙ୍କୁ ଅଭିଷେକ କର, ଏ ହେଉଛନ୍ତି ସେହି ଲୋକ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, “ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।