1 Samuel 16:13 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ ତୈଳ ଶିଙ୍ଗ ନଇେ ତାଙ୍କ ଭାତୃଗଣ ମଧିଅରେ ତାଙ୍କୁ ଅଭିଷକେ କଲେ। ତହିଁରେ ସହେି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କ ଉପରେ ବାସ କଲେ, ଏହାପରେ ଶାମକ୍ସ୍ଟଯଲେ ଉଠି ରାମାକକ୍ସ୍ଟ ଗ୍ଭଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରା; କଲେ । ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ତୈଳ ଶିଙ୍ଗ ନେଇ ତାଙ୍କ ଭାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ। ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କ ଉପରେ ବାସ କଲେ, ଏହା ପରେ ଶାମୁୟେଲ ଉଠି ରାମାକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।