1 Samuel 16:15 — Compare Translations

5 translations compared side by side

Odia - 1840
"ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, ପରମେଶ୍ବରଙ୍କଠାରକ୍ସ୍ଟ ଏକ ମନ୍ଦ ଆତ୍ମା ଆପଣଙ୍କକ୍ସ୍ଟ ବିରକ୍ତ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ପରମେଶ୍ଵରଙ୍କଠାରୁ ଏକ ମନ୍ଦ-ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, “ପରମେଶ୍ୱରଙ୍କଠାରୁ ଏକ ମନ୍ଦ ଆତ୍ମା ଆପଣଙ୍କୁ ବିରକ୍ତ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, “ଦେଖନ୍ତୁ, ପରମେଶ୍ୱରଙ୍କଠାରୁ ଏକ ମନ୍ଦ ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, ଦେଖନ୍ତୁ, ପରମେଶ୍ୱରଙ୍କଠାରୁ ଏକ ମନ୍ଦ-ଆତ୍ମା ଆପଣଙ୍କୁ ବିରକ୍ତ କରୁଅଛି।