1 Samuel 16:17 — Compare Translations
5 translations compared side by side
Odia - 1840
"ଶାଉଲ ଆପଣା ଦାସମାନଙ୍କୁ କହିଲେ, ଆଛା ଯେ ଭଲ ବଜାଇ ପା ରେ ସହେିପରି ଏକ ଲୋକକୁ ମାେ ପାଖକକ୍ସ୍ଟ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ ଆପଣା ଦାସମାନଙ୍କୁ କହିଲେ, ଆଚ୍ଛା, ଯେ ଭଲ ବଜାଇ ପାରେ, ଏପରି ଏକ ଜଣ ମୋʼ ପାଇଁ ଦେଖି ତାହାକୁ ମୋʼ ନିକଟକୁ ଆଣ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଆପଣା ଦାସମାନଙ୍କୁ କହିଲେ, “ଆଛା ଯେ ଭଲ ବଜାଇ ପାରେ ସେହିପରି ଏକ ଲୋକକୁ ମୋ’ ପାଖକୁ ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ ଆପଣା ଦାସମାନଙ୍କୁ କହିଲେ, “ଆଚ୍ଛା, ଯେ ଭଲ ବଜାଇ ପାରେ, ଏପରି ଏକ ଜଣ ମୋʼ ପାଇଁ ଦେଖି ତାହାକୁ ମୋʼ ନିକଟକୁ ଆଣ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାଉଲ ଆପଣା ଦାସମାନଙ୍କୁ କହିଲେ, ଆଚ୍ଛା, ଯେ ଭଲ ବଜାଇ ପାରେ, ଏପରି ଏକ ଜଣ ମୋ’ ପାଇଁ ଦେଖି ତାହାକୁ ମୋ’ ନିକଟକୁ ଆଣ।