1 Samuel 16:18 — Compare Translations

5 translations compared side by side

Odia - 1840
"ୟକ୍ସ୍ଟବକମାନଙ୍କ ମଧ୍ଯରକ୍ସ୍ଟ ଜଣେ ଉତ୍ତର ଦଇେ କହିଲା, ଦେଖନ୍ତକ୍ସ୍ଟ ମୁ ବୈଥ୍ଲହମେୀଯ ୟିଶୀର ଏକ ପକ୍ସ୍ଟତ୍ରଙ୍କକ୍ସ୍ଟ ଦେଖିଅଛି। ସେ ବୀଣା ବଜାଇବା ରେ ନିପୂଣ ଓ ମହାବିକ୍ରମଶାଳୀ ୟୋଦ୍ଧା ଓ କଥା ରେ ବିଜ୍ଞ, ଆଉ ରୂପବାନ ପକ୍ସ୍ଟଣି ସଦାପ୍ରଭୁ ତାଙ୍କ ପାଖେ ପାଖେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲାନ୍ତଣଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୁବକମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଦେଖନ୍ତୁ ମୁଁ ବୈ‌ଥ୍‌ଲେହମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି। ସେ ବୀଣା ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ ପୁଣି ସଦାପ୍ରଭୁ ତାଙ୍କ ପାଖେ ପାଖେ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; “ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।