1 Samuel 16:19 — Compare Translations

5 translations compared side by side

Odia - 1840
"ତେଣୁ ଶାଉଲ ୟିଶୀ ନିକଟକକ୍ସ୍ଟ ଦୂତମାନଙ୍କୁ ପଠାଇ ତାହାଙ୍କକ୍ସ୍ଟ କହିଲେ, ତୁମ୍ଭର ପକ୍ସ୍ଟତ୍ର ଦାଉଦ ଯେ ମଷେପଲ ସାଙ୍ଗ ରେ ଥାଏ, ତାକକ୍ସ୍ଟ ମାେ ନିକଟକକ୍ସ୍ଟ ପଠାଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋʼ ନିକଟକୁ ପଠାଇଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାଙ୍କୁ କହିଲେ, “ତୁମ୍ଭର ପୁତ୍ର ଦାଉଦ ଯେ ମେଷପଲ ସାଙ୍ଗରେ ଥାଏ, ତାକୁ ମୋ’ ନିକଟକୁ ପଠାଇ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, “ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋʼ ନିକଟକୁ ପଠାଇଦିଅ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାକୁ କହିଲେ, ତୁମ୍ଭର ପୁତ୍ର ଦାଉଦ, ଯେ ମେଷପଲ ସଙ୍ଗରେ ଥାଏ, ତାକୁ ମୋ’ ନିକଟକୁ ପଠାଇଦିଅ।