1 Samuel 16:20 — Compare Translations

5 translations compared side by side

Odia - 1840
"ତା'ପରେ ୟିଶୀ କବଳେ ଦାଉଦଙ୍କକ୍ସ୍ଟ ପଠାଇଲେ ନାହିଁ, ତା ସହିତ ଶାଉଲ ନିମନ୍ତେ କିଛି ଉପହାର ପଠାଇଲେ: ଗୋଟିଏ ଛଳେି ଓ ଗୋଟିଏ ଗଧ ରେ ବୋଝାଇ ଖାଦ୍ୟ ଓ ଦ୍ରାକ୍ଷାରସ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିଶୀ ରୋଟୀରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିଶୀ କେବଳ ଦାଉଦଙ୍କୁ ପଠାଇଲେ ନାହିଁ, ତା’ ସହିତ ଶାଉଲ ନିମନ୍ତେ କିଛି ଉପହାର ପଠାଇଲେ: ଗୋଟିଏ ଛେଳି ଓ ଗୋଟିଏ ଗଧରେ ବୋଝେଇ ଖାଦ୍ୟ ଓ ଦ୍ରାକ୍ଷାରସ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିଶୀ ରୁଟିରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିଶୀ ରୁଟିରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା।