1 Samuel 16:21 — Compare Translations
5 translations compared side by side
Odia - 1840
"ଏହାପରେ ଦାଉଦ ଶାଉଲଙ୍କ ନିକଟକକ୍ସ୍ଟ ଆସି ତାଙ୍କ ସମ୍ମକ୍ସ୍ଟଖ ରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶଯ ସ୍ନହେ କଲେ, ତହିଁରେ ସେ ତାଙ୍କର ଅସ୍ତ୍ରବାହକ ସାହାୟ୍ଯକାରୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଶାଉଲଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶୟ ସ୍ନେହ କଲେ; ତହିଁରେ ସେ ତାଙ୍କର ଅସ୍ତ୍ରବାହକ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଦାଉଦ ଶାଉଲଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶୟ ସ୍ନେହ କଲେ, ତହିଁରେ ସେ ତାଙ୍କର ଅସ୍ତ୍ରବାହକ ସାହାଯ୍ୟକାରୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଶାଉଲଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶୟ ସ୍ନେହ କଲେ; ତହିଁରେ ସେ ତାଙ୍କର ଅସ୍ତ୍ରବାହକ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଶାଉଲଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶୟ ସ୍ନେହ କଲେ; ତହିଁରେ ସେ ତାଙ୍କର ଅସ୍ତ୍ରବାହକ ହେଲେ।