1 Samuel 16:22 — Compare Translations
5 translations compared side by side
Odia - 1840
"ଏହାପରେ ଶାଉଲ ୟିଶୀଙ୍କକ୍ସ୍ଟ ଏକ ବାର୍ତ୍ତା ପଠାଇଲେ, ମୁ ବିନଯ କରୁଅଛି ଦାଉଦଙ୍କକ୍ସ୍ଟ ମାେ ସମ୍ମକ୍ସ୍ଟଖ ରେ ଛିଡା ହବୋକକ୍ସ୍ଟ ଦିଅ, ସେ ମାରେ ସବୋ କରିବ, କାରଣ ମୁ ତାକକ୍ସ୍ଟ ଭଲ ପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶାଉଲ ଯିଶୀକି କହି ପଠାଇଲେ, ବିନୟ କରୁଅଛି, ଦାଉଦକୁ ମୋʼ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଶାଉଲ ଯିଶୀଙ୍କୁ ଏକ ବାର୍ତ୍ତା ପଠାଇଲେ, “ମୁଁ ବିନୟ କରୁଅଛି ଦାଉଦଙ୍କୁ ମୋ’ ସମ୍ମୁଖରେ ଛିଡ଼ା ହେବାକୁ ଦିଅ, ସେ ମୋର ସେବା କରିବ, କାରଣ ମୁଁ ତାକୁ ଭଲ ପାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶାଉଲ ଯିଶୀକୁ କହି ପଠାଇଲେ, ବିନୟ କରୁଅଛି, “ଦାଉଦଙ୍କୁ ମୋʼ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶାଉଲ ଯିଶୀକି କହି ପଠାଇଲେ, ବିନୟ କରୁଅଛି, ଦାଉଦକୁ ମୋ’ ସମ୍ମୁଖରେ ଛିଡ଼ା ହେବାକୁ ଦିଅ; କାରଣ ସେ ମୋ’ ଦୃଷ୍ଟିରେ ଅନୁଗ୍ରହ ପାଇଅଛି।