1 Samuel 16:23 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ଠାରକ୍ସ୍ଟ ସହେି ମନ୍ଦ ଆତ୍ମା ଯେ ତବେଳେ ଶାଉଲଙ୍କ ଉପରେ ଥାଏ, ସେତବେେଳେ ଦାଉଦ ବୀଣା ନଇେ ଆପଣା ହସ୍ତ ରେ ବଜାନ୍ତି। ତହିଁରେ ଶାଉଲ ଆଶ୍ବାସ ପାଆନ୍ତି ଓ ଭଲ ହକ୍ସ୍ଟଅନ୍ତି ଓ ମନ୍ଦ ଆତ୍ମା ତାଙ୍କୁ ଛାଡିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ପରମେଶ୍ଵରଙ୍କଠାରୁ ସେହି ମନ୍ଦ-ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ଵାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି ମନ୍ଦ-ଆତ୍ମା ତାଙ୍କୁ ଛାଡ଼ିଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହସ୍ତରେ ବଜାନ୍ତି। ତହିଁରେ ଶାଉଲ ଆଶ୍ୱାସ ପାଇ ଭଲ ହୁଅନ୍ତି ଓ ମନ୍ଦ ଆତ୍ମା ତାଙ୍କୁ ଛାଡ଼ିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ୱାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି, ମନ୍ଦ ଆତ୍ମା ତାଙ୍କୁ ଛାଡ଼ିଯାଏ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ପରମେଶ୍ୱରଙ୍କଠାରୁ ସେହି ମନ୍ଦ-ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହାତରେ ବଜାନ୍ତି; ତହିଁରେ ଶାଉଲ ଆଶ୍ୱାସ ପାଆନ୍ତି ଓ ଭଲ ହୁଅନ୍ତି, ପୁଣି, ମନ୍ଦ-ଆତ୍ମା ତାଙ୍କୁ ଛାଡ଼ିଯାଏ।