1 Samuel 16:4 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କର ବାକ୍ଯ ଅନକ୍ସ୍ଟସା ରେ କାର୍ୟ୍ଯ କଲେ। ଶାମକ୍ସ୍ଟଯଲେ ବୈଥ୍ଲହମେ ରେ ପହନ୍ଚିଲେ। ତହିଁରେ ନଗରର ପକ୍ସ୍ଟରକ୍ସ୍ଟଖାମାନେ କଐମାନ ହାଇେ ତାକକ୍ସ୍ଟ ଭଟେିବାକକ୍ସ୍ଟ ଆସି ପଚାରିଲେ, ଆପଣଙ୍କ ଆଗମନ କକ୍ସ୍ଟଶଳ ତ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥ୍ଲିହିମ୍ରେ ଉପସ୍ଥିତ ହେଲେ । ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, ଆପଣଙ୍କ ଆଗମନ କୁଶଳ?
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ସଦାପ୍ରଭୁଙ୍କର ବାକ୍ୟ ଅନୁସାରେ କାର୍ଯ୍ୟ କଲେ। ଶାମୁୟେଲ ବୈଥ୍ଲେହମରେ ପହଞ୍ଚିଲେ। ତହିଁରେ ନଗରର ପୁରୁଖାମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଗ୍ଭରିଲେ, “ଆପଣଙ୍କ ଆଗମନ କୁଶଳ ତ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥଲିହିମରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, “ଆପଣଙ୍କ ଆଗମନ କୁଶଳ?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାମୁୟେଲ ସଦାପ୍ରଭୁଙ୍କ ବାକ୍ୟାନୁସାରେ କାର୍ଯ୍ୟ କରି ବେଥଲିହିମରେ ଉପସ୍ଥିତ ହେଲେ। ତହିଁରେ ନଗରର ପ୍ରାଚୀନମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଚାରିଲେ, ଆପଣଙ୍କ ଆଗମନ କୁଶଳ?