1 Samuel 16:5 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ ଉତ୍ତର ଦେଲେ, ହଁ, ମୁ କକ୍ସ୍ଟଶଳ ରେ ଆସିଛି! ମୁ ସଦାପ୍ରଭୁଙ୍କ ଆଗ ରେ ବଳିଦାନ ଦବୋକକ୍ସ୍ଟ ଆସିଅଛି। ତୁମ୍ଭମାନେେ ନିଜକକ୍ସ୍ଟ ପବିତ୍ର କର ଓ ମାେ ସାଙ୍ଗ ରେ ବଳିଦାନ କରିବାକୁ ଆସ। ଶାମକ୍ସ୍ଟଯଲେ ୟିଶୀକି ଓ ତାହାର ପକ୍ସ୍ଟତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲେ, କୁଶଳ; ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି ମୋʼ ସଙ୍ଗେ ବଳିଦାନ କରିବାକୁ ଆସ । ଏଉତ୍ତାରେ ସେ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଉତ୍ତର ଦେଲେ, “ହଁ, ମୁଁ କୁଶଳରେ ଆସିଛି! ମୁଁ ସଦାପ୍ରଭୁଙ୍କ ଆଗରେ ବଳିଦାନ ଦେବାକୁ ଆସିଅଛି। ତୁମ୍ଭେମାନେ ନିଜକୁ ପବିତ୍ର କର ଓ ମୋ’ ସାଙ୍ଗରେ ବଳିଦାନ କରିବାକୁ ଆସ।” ଶାମୁୟେଲ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲେ, କୁଶଳ; “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋʼ ସଙ୍ଗେ ବଳିଦାନ କରିବାକୁ ଆସ।” ଏଉତ୍ତାରେ ସେ ଯିଶୀକୁ ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ କହିଲେ, କୁଶଳ; ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋ’ ସଙ୍ଗେ ବଳିଦାନ କରିବାକୁ ଆସ। ଏଉତ୍ତାରେ ସେ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।