1 Samuel 16:6 — Compare Translations

5 translations compared side by side

Odia - 1840
"ଯେତବେେଳେ ୟିଶୀ ଓ ତା'ର ପକ୍ସ୍ଟତ୍ରମାନେ ପହନ୍ଚିଲେ, ଶାମକ୍ସ୍ଟଯଲେ ଇଲୀଯାବଙ୍କକ୍ସ୍ଟ ଦେଖିଲେ। ଶାମକ୍ସ୍ଟଯଲେ ଭାବିଲେ, ଏହା ନିଶ୍ଚିତ ଯେ ସଦାପ୍ରଭୁ ଏହି ଲୋକଟିକକ୍ସ୍ଟ ରାଜା ହବୋପାଇଁ ବାଛିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ ପ୍ରତି ଦୃଷ୍ଟି କରି କହିଲେ, ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯିଶୀ ଓ ତା’ର ପୁତ୍ରମାନେ ପହଞ୍ଚିଲେ, ଶାମୁୟେଲ ଇଲୀୟାବଙ୍କୁ ଦେଖିଲେ। ଶାମୁୟେଲ ଭାବିଲେ, “ଏହା ନିଶ୍ଚିତ ଯେ ସଦାପ୍ରଭୁ ଏହି ଲୋକଟିକୁ ରାଜା ହେବା ପାଇଁ ବାଛିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ୍‍ ପ୍ରତି ଦୃଷ୍ଟି କରି କହିଲେ, “ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ୍‍ ପ୍ରତି ଦୃଷ୍ଟି କରି କହିଲେ, ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ।