1 Samuel 16:7 — Compare Translations
5 translations compared side by side
Odia - 1840
"କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଇଲୀଯାବ ଡେଙ୍ଗା ଓ ସକ୍ସ୍ଟନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନକ୍ସ୍ଟଷ୍ଯ ଯେପରି ଦେଖେ ସଦାପ୍ରଭୁ ସପରେି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀଯାବ ଉପୟକ୍ସ୍ଟକ୍ତ ଲୋକ ନକ୍ସ୍ଟହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଇଲୀୟାବ ଡେଙ୍ଗା ଓ ସୁନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନୁଷ୍ୟ ଯେପରି ଦେଖେ ସଦାପ୍ରଭୁ ସେପରି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀୟାବ ଉପଯୁକ୍ତ ଲୋକ ନୁହଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;