1 Samuel 16:8 — Compare Translations
5 translations compared side by side
Odia - 1840
"ତା'ପରେ ୟିଶୀ ତାଙ୍କର ଦ୍ବିତୀୟ ପକ୍ସ୍ଟତ୍ର ଅବିନାଦବଙ୍କକ୍ସ୍ଟ ଡାକିଲେ। ଅବିନାଦବ ଶାମୁୟେଲଙ୍କ ଆଗ ଦଇେ ଗଲେ। କିନ୍ତୁ ଶାମକ୍ସ୍ଟଯଲେ କହିଲେ, ନା, ଏ ଲୋକ ନକ୍ସ୍ଟହଁନ୍ତି ଯାହାଙ୍କକ୍ସ୍ଟ ସଦାପ୍ରଭୁ ଉପୟକ୍ସ୍ଟକ୍ତ ମନେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିଶୀ ଅବିନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା । ତହିଁରେ ଶାମୁୟେଲ କହିଲେ, ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିଶୀ ତାଙ୍କର ଦ୍ୱିତୀୟ ପୁତ୍ର ଅବିନାଦବଙ୍କୁ ଡାକିଲେ। ଅବିନାଦବ ଶାମୁୟେଲଙ୍କ ଆଗ ଦେଇ ଗଲେ। କିନ୍ତୁ ଶାମୁୟେଲ କହିଲେ, “ନା, ଏ ଲୋକ ନୁହନ୍ତି ଯାହାଙ୍କୁ ସଦାପ୍ରଭୁ ଉପଯୁକ୍ତ ମନେ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିଶୀ ଅବୀନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, “ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯିଶୀ ଅବୀନାଦବକୁ ଡାକି ଶାମୁୟେଲଙ୍କର ସମ୍ମୁଖ ଦେଇ ଗମନ କରାଇଲା। ତହିଁରେ ଶାମୁୟେଲ କହିଲେ, ସଦାପ୍ରଭୁ ଏହାକୁ ହିଁ ମନୋନୀତ କରି ନାହାନ୍ତି।